ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନ।

103
ADVERTISEMENT

ଭୁବନେଶ୍ୱର,୨୧/୧(ଡ଼ି.ଏଚ ବ୍ୟୁରୋ):- ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନ। ଗତ ୪ଦିନରେ ୧ ଲକ୍ଷ ୩୩ ହଜାର ୫୮୪ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ଗୁରୁବାର ରେକର୍ଡ ସଂଖ୍ୟକ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

Advertisement