ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୪୫ ଜଣ କୋଭିଡ ପଜିଟିଭ୍ ଚିହ୍ନଟ । By Dunia Halchal - January 22, 2022 115 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୨/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୪୫ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement