ଆଞ୍ଚଳିକ ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୨୦ ଜଣ କୋଭିଡ ପଜିଟିଭ୍ ଚିହ୍ନଟ । By Dunia Halchal - January 23, 2022 107 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୩/୧(ଡି.ଏଚ ବ୍ୟୁରୋ):-ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୨୦ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement