ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ ସମ୍ଭାବନା ।

113
ADVERTISEMENT

ଭୁବନେଶ୍ୱର,୨୩/୧(ଡି.ଏଚ ବ୍ୟୁରୋ):-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ ସମ୍ଭାବନା । ଉପକୂଳ ଓଡିଶା ସମେତ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଘଡିଘଡି ସହିତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ।

Advertisement