ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୯୧ ଜଣ କୋଭିଡ ପଜିଟିଭ୍ ଚିହ୍ନଟ। By Dunia Halchal - January 24, 2022 98 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୪/୧ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୯୧ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement