ଗଞ୍ଜାମ,୨୪/୧(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଗଳାଶଙ୍ଖ ନିକଟରେ ଏକ ପରିବା ବୋଝେଇ ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି । ଏବଂ ଘଟଣାସ୍ଥଳରୁ ଟ୍ରକ ଚାଳକ ଫେରାର ହୋଇଥିବାବେଳେ ସ୍ଥାନୀୟ ପୋଲିସର ତଦନ୍ତ ଜାରି ।

















