ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୮୯୧ ଜଣ କୋଭିଡ ପଜିଟିଭ୍ ଚିହ୍ନଟ । By Dunia Halchal - January 25, 2022 88 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୫/୧(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୮୯୧ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement