ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୪୨୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନାରେ ମୃତ୍ୟୁ।

115
ADVERTISEMENT

ଭୁବନେଶ୍ୱର,୨୬/୧(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୪୨୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement