ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ଛାତ୍ରଛାତ୍ରୀଙ୍କ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ ।

102
ADVERTISEMENT

ଭୁବନେଶ୍ୱର,୨୭/୧(ଡି.ଏଚ ବ୍ୟୁରୋ):-ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ବିଭିନ୍ନ କଲେଜର ଛାତ୍ରଛାତ୍ରୀଙ୍କ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ ।ଏବଂ କ୍ୱାର୍ଟର ପରୀକ୍ଷା ଆଧାରରେ ମାର୍କ ପ୍ରଦାନ କରିବାକୁ ଯୁକ୍ତ ୨ ଛାତ୍ର ସଂଘ ଦାବି କରିଥିବା ସୂଚନା ।

Advertisement