ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୦୧ ଜଣ କୋଭିଡ ପଜିଟିଭ୍ ଚିହ୍ନଟ । By Dunia Halchal - January 27, 2022 102 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୭/୧(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୦୧ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement