ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ରାଜଗାଙ୍ଗପୁର ଲ୍ୟାମ୍ପ୍ସ ଏମ୍ଡି ପରୀକ୍ଷିତ ସାହୁ ।

139
ADVERTISEMENT

ସୁନ୍ଦରଗଡ,୨୮/୧(ଡି.ଏଚ୍ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ରାଜଗାଙ୍ଗପୁର ଲ୍ୟାମ୍ପ୍ସ ଏମ୍ଡି ପରୀକ୍ଷିତ ସାହୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ପୈତୃକ ଘର ସମେତ ରାଜଗାଙ୍ଗପୁର ଭଭାଟୁପଦା ସ୍ଥିତ ଘରେ ଚଢାଉ କରି ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ସୂଚନା ।

Advertisement