ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୦୫୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନାରେ ମୃତ୍ୟୁ । By Dunia Halchal - January 28, 2022 102 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୮/୧(ଡି.ଏଚ୍ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୦୫୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement