Thursday, November 5, 2026
ADVERTISEMENT
Home ଆଞ୍ଚଳିକ ମୟୁରଭଞ୍ଜ ଜିଲ୍ଲା ମୋରଡା ଥାନା ଅନ୍ତର୍ଗତ ହଳଦୀପାଳ ନଦୀ ପୋଲରେ ଭାରସାମ୍ୟ ହରାଇ ପୋଲ ତଳକୁ...

ମୟୁରଭଞ୍ଜ ଜିଲ୍ଲା ମୋରଡା ଥାନା ଅନ୍ତର୍ଗତ ହଳଦୀପାଳ ନଦୀ ପୋଲରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ ।

170
ADVERTISEMENT

ମୟୁରଭଞ୍ଜ,୨୯/୧(ଡି.ଏଚ ବ୍ୟୁରୋ):- ମୟୁରଭଞ୍ଜ ଜିଲ୍ଲା ମୋରଡା ଥାନା ଅନ୍ତର୍ଗତ ହଳଦୀପାଳ ନଦୀ ପୋଲରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ । ଦୁର୍ଘଟଣା ଫଳରେ୪ ଜଣ ଗୁରୁତର ହୋଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି । ଏବଂ ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ।

Advertisement