ଭୁବନେଶ୍ୱର,୩୦/୧(ଡି.ଏଚ ବ୍ୟୁରୋ):- ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୮୪୩ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣଙ୍କ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯୪କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

















