ଭିଜିଲାନ୍ସ ଜାଲରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକ୍ ନୂଆପଡା କମ୍ପର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିଶିର କୁମାର ସିମିଳି ।

93
ADVERTISEMENT

ରାୟଗଡା,୩୦/୧(ଡି.ଏଚ ବ୍ୟୁରୋ):- ଭିଜିଲାନ୍ସ ଜାଲରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକ୍ ନୂଆପଡା କମ୍ପର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିଶିର କୁମାର ସିମିଳି । ଆୟ ବହିର୍ଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଭିଜିଲାନ୍ସ ର ଚଢ଼ାଉ ବେଳେ ୪ କୋଟି ୮ ଲକ୍ଷ ୯୩ ହଜାର ଟଙ୍କାର ସମ୍ପତ୍ତି ଜବତ ହୋଇଥିବା ସୂଚନା ।

Advertisement