Wednesday, September 23, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକ୍ ନୂଆପଡା କମ୍ପର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିଶିର...

ଭିଜିଲାନ୍ସ ଜାଲରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକ୍ ନୂଆପଡା କମ୍ପର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିଶିର କୁମାର ସିମିଳି ।

177
ADVERTISEMENT

ରାୟଗଡା,୩୦/୧(ଡି.ଏଚ ବ୍ୟୁରୋ):- ଭିଜିଲାନ୍ସ ଜାଲରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକ୍ ନୂଆପଡା କମ୍ପର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିଶିର କୁମାର ସିମିଳି । ଆୟ ବହିର୍ଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଭିଜିଲାନ୍ସ ର ଚଢ଼ାଉ ବେଳେ ୪ କୋଟି ୮ ଲକ୍ଷ ୯୩ ହଜାର ଟଙ୍କାର ସମ୍ପତ୍ତି ଜବତ ହୋଇଥିବା ସୂଚନା ।

Advertisement