ଭୁବନେଶ୍ୱର,୩୧/୧(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୩୨୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୧୨କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

















