ଆଜିଠାରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ।

120
ADVERTISEMENT

ନୂଆଦିଲ୍ଲୀ,୩୧/୧(ଡି.ଏଚ ବ୍ୟୁରୋ):-ଆଜିଠାରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ । ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ କେନ୍ଦ୍ରୀୟ ହଲରେ ଉଭୟ ଲୋକସଭା ଏବଂ ରାଜ୍ୟସଭା ସଦସ୍ୟଙ୍କୁ ସମ୍ବୋଧନ କରିବେ। ଏବଂ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ବାରା ଅର୍ଥନୈତିକ ସର୍ଭେ ରିପୋର୍ଟ ସଂସଦରେ ଉପସ୍ଥାପନ କରାଯିବ।

Advertisement