Friday, November 6, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୫୦ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୫୦ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣଙ୍କ କରୋନାରେ ମୃତ୍ୟୁ ।

134
ADVERTISEMENT

ଭୁବନେଶ୍ୱର,୨/୦୨(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୫୦ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣଙ୍କ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୪୮କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement