ଭୁବନେଶ୍ୱର,୩/୦୨(ଡି.ଏଚ୍ ବ୍ୟୁରୋ):- ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୬୨୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।


















