Thursday, September 24, 2026
ADVERTISEMENT
Home ଆଞ୍ଚଳିକ ସମ୍ବଲପୁର ଜିଲ୍ଲା ଜମନକିରା ଥାନା ବାନ୍ଧାଭୂଇଁ ଛକ ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା...

ସମ୍ବଲପୁର ଜିଲ୍ଲା ଜମନକିରା ଥାନା ବାନ୍ଧାଭୂଇଁ ଛକ ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବାଇକ୍ ।

206
ADVERTISEMENT

ସମ୍ବଲପୁର,୩/୦୨(ଡି.ଏଚ୍ ବ୍ୟୁରୋ):- ସମ୍ବଲପୁର ଜିଲ୍ଲା ଜମନକିରା ଥାନା ବାନ୍ଧାଭୂଇଁ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବାଇକ୍ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି ।

Advertisement