Friday, November 6, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବା ସମ୍ଭାବନା...

ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବା ସମ୍ଭାବନା ।

128
ADVERTISEMENT

ଭୁବନେଶ୍ୱର,୪/୦୨(ଡି.ଏଚ ବ୍ୟୁରୋ):-ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବା ସମ୍ଭାବନା ଥିବାବେଳେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

Advertisement