ଭିଜିଲାନ୍ସ ଜାଲରେ ନରସିଂହପୁର ଥାନା ଅଧିକାରୀ ଅଲେଖ ଗରଡିଆ ।

130
ADVERTISEMENT

ରସିଂହପୁର,୭/୦୨(ଡି.ଏଚ୍ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ନରସିଂହପୁର ଥାନା ଅଧିକାରୀ ଅଲେଖ ଗରଡିଆ । ଏକ ମାମଲାର ଫୈସଲା କରିବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ତାଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ।

Advertisement