ଭୁବନେଶ୍ୱର,୭/୦୨(ଡି.ଏଚ୍ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୯୭ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୫୪କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

















