ଭୁବନେଶ୍ୱର,୭/୦୨(ଡି.ଏଚ୍ ବ୍ୟୁରୋ):-ଆଜିଠୁ ଖୋଲିଲା ସ୍କୁଲ୍। କରୋନା କଟକଣା ଭିତରେ ଆଜିଠୁ ଅଷ୍ଟମରୁ ଦ୍ୱାଦଶ ପିଲାଙ୍କ କ୍ଲାସରୁମ୍ରେ ପାଠପଢ଼ା ଆରମ୍ଭ ହୋଇଥିବାବେଳେ ଅଷ୍ଟମ ଶ୍ରେଣୀ ପିଲାଙ୍କ କ୍ଲାସ୍ ସକାଳ ୧୦ରୁ ଦିନ ୧ଟା ଏବଂ ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ କ୍ଲାସ୍ ସକାଳ ୧୦ଟାରୁ ଅପରାହ୍ନ ୪ଟା ଯାଏ ଚାଲିବ।

















