ଭିଜିଲାନ୍ସ ଜାଲରେ ରାଉରକେଲାର ସହକାରୀ ଜିଲ୍ଲାପାଳ ମନୋରଞ୍ଜନ ନାୟକ ।

101
ADVERTISEMENT

ରାଉରକେଲା,୮/୦୨(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ରାଉରକେଲାର ସହକାରୀ ଜିଲ୍ଲାପାଳ ମନୋରଞ୍ଜନ ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ ତାଙ୍କ ବାସଭବନ ସମେତ ମୋଟ ୭ ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ।

Advertisement