ଭୁବନେଶ୍ୱର,୯/୦୨(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୯୭କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

















