Friday, November 6, 2026
ADVERTISEMENT
Home ଆଞ୍ଚଳିକ ଆଜି ଅପରାହ୍ଣରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।

ଆଜି ଅପରାହ୍ଣରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।

173
ADVERTISEMENT

ପୁରୀ,୯/୦୨(ଡି.ଏଚ ବ୍ୟୁରୋ):-ଆଜି ଅପରାହ୍ଣରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ବିଶେଷ ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ।

Advertisement