ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୮୦ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା ।

122
ADVERTISEMENT

ଭୁବନେଶ୍ୱର,୧୦/୦୨(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୮୦ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୧୮କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement