କନ୍ଧମାଳ,୧୦/୦୨(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କେ.ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେ.ନୂଆଗାଁ ସ୍ଥିତ କାର୍ଯ୍ୟାଳୟ, ସରକାରୀ କ୍ବାର୍ଟର, ଭଞ୍ଜନଗର ସ୍ଥିତ ଘର, ଭଞ୍ଜନଗର ଦାଦରଲୁଣ୍ଡା ସ୍ଥିତ ଫାର୍ମ ହାଉସ, ବୌଦ୍ଧ ଭୂତପାଲି ସ୍ଥିତ ଘର, ଗଞ୍ଜାମ ସ୍ଥିତ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ।