ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୭୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା ।

115
ADVERTISEMENT

ଭୁବନେଶ୍ୱର,୧୧/୦୨(ଡି.ଏଚ୍ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୭୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୩୮କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement