ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ନକ୍ସଲଙ୍କ ଗୁଳିରେ ଜଣେ ସିଆରପିଏଫ ଜବାନ ସହିଦ।

76
ADVERTISEMENT

ବିଜାପୁର,୧୨/୦୨(ଡି.ଏଚ ବ୍ୟୁରୋ):-ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ । ନକ୍ସଲଙ୍କ ଗୁଳିରେ ଜଣେ ସିଆରପିଏଫ ଜବାନ ସହିଦ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଥିବା ସୂଚନା । ସହିଦ ଜବାନ ଜଣକ ହେଲେ ସିଆରପିଏଫ ୧୬୮ ବାଟାଲିୟନର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶାନ୍ତି ଭୂଷଣ ତିର୍କୀ ।

Advertisement