Tuesday, November 10, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୩୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୩୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୪ ଜଣଙ୍କ ଜୀବନ ନେଲା କରୋନା ।

111
ADVERTISEMENT

ଭୁବନେଶ୍ୱର,୧୨/୦୨(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୩୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୬୨କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement