ଭାରସାମ୍ୟ ହରାଇ ଏକ ଟ୍ରଲରକୁ ଧକ୍କା ଦେଲା ଆମ୍ବୁଲାନ୍ସ ,ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ୟୁ।

106
ADVERTISEMENT

ବାଲେଶ୍ୱର,୧୨/୦୨(ଡି.ଏଚ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥ ଖନ୍ତାପଡ଼ା ଥାନା ଦାଣ୍ଡକାଳୀ ମନ୍ଦିର ନିକଟରେ ଭାରସାମ୍ୟ ହରାଇ ଏକ ଟ୍ରଲରକୁ ଧକ୍କା ଦେଲା ଆମ୍ବୁଲାନ୍ସ । ଘଟଣାସ୍ଥଳରେ ଆମ୍ବୁଲାନ୍ସର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ଆମ୍ବୁଲାନ୍ସ ହେଲପର ଓ ଟ୍ରଲର ଡ୍ରାଇଭର ଗୁରୁତର ଭାବେ ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ।

Advertisement