Thursday, September 24, 2026
ADVERTISEMENT
Home ଆଞ୍ଚଳିକ ଭାରସାମ୍ୟ ହରାଇ ଏକ ଟ୍ରଲରକୁ ଧକ୍କା ଦେଲା ଆମ୍ବୁଲାନ୍ସ ,ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ୟୁ।

ଭାରସାମ୍ୟ ହରାଇ ଏକ ଟ୍ରଲରକୁ ଧକ୍କା ଦେଲା ଆମ୍ବୁଲାନ୍ସ ,ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ୟୁ।

181
ADVERTISEMENT

ବାଲେଶ୍ୱର,୧୨/୦୨(ଡି.ଏଚ ବ୍ୟୁରୋ):-ବାଲେଶ୍ୱର ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥ ଖନ୍ତାପଡ଼ା ଥାନା ଦାଣ୍ଡକାଳୀ ମନ୍ଦିର ନିକଟରେ ଭାରସାମ୍ୟ ହରାଇ ଏକ ଟ୍ରଲରକୁ ଧକ୍କା ଦେଲା ଆମ୍ବୁଲାନ୍ସ । ଘଟଣାସ୍ଥଳରେ ଆମ୍ବୁଲାନ୍ସର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ଆମ୍ବୁଲାନ୍ସ ହେଲପର ଓ ଟ୍ରଲର ଡ୍ରାଇଭର ଗୁରୁତର ଭାବେ ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ।

Advertisement