କେନ୍ଦୁଝର ଜିଲ୍ଲା ରରୁଆଁ ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଙ୍ଗୁର ବୋଝେଇ ଟ୍ରକ୍ ।

153
ADVERTISEMENT

କେନ୍ଦୁଝର,୧୨/୦୨(ଡି.ଏଚ ବ୍ୟୁରୋ):-କେନ୍ଦୁଝର ଜିଲ୍ଲା ରରୁଆଁ ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଙ୍ଗୁର ବୋଝେଇ ଟ୍ରକ୍ । ତେବେ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ସ୍ଥାନୀୟ ଲୋକେ ଉକ୍ତ ଟ୍ରକରେ ବୋଝେଇ ହୋଇଥିବା ଅଙ୍ଗୁର ନେବା ପାଇଁ ଘଟଣାସ୍ଥଳରେ ପ୍ରବଳ ଭିଡ଼ ଜମାଇଥିଲେ ।

Advertisement