ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା ।

102
ADVERTISEMENT

ଭୁବନେଶ୍ୱର,୧୪/୦୨(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୦୪କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement