Friday, September 25, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ପୋଲିସ କମ୍ୟୁନିକେସନ ବିଭାଗର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ର ।

ଭିଜିଲାନ୍ସ ଜାଲରେ ପୋଲିସ କମ୍ୟୁନିକେସନ ବିଭାଗର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ର ।

147
ADVERTISEMENT

ଭୁବନେଶ୍ୱର,୧୫।୦୨(ଡି.ଏଚ୍ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ପୋଲିସ କମ୍ୟୁନିକେସନ ବିଭାଗର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ର ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେତ କଟକ , କୋରାପୁଟ, ଯାଜପୁର, ଭୁବନେଶ୍ୱର ସ୍ଥିତ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ।

Advertisement