ଭିଜିଲାନ୍ସ ଜାଲରେ କାର୍ଯ୍ୟରତ ଡ୍ରେନେଜ ବିଭାଗର ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ବେହେରା ।

110
ADVERTISEMENT

ଭୁବନେଶ୍ୱର,୧୬/୩(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କାର୍ଯ୍ୟରତ ଡ୍ରେନେଜ ବିଭାଗର ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେତ କଟକ ଗଣ୍ଡରପୁରସ୍ଥିତ ଅଫିସ, କଟକ ମହାନଦୀ ବିହାର ସ୍ଥିତ ଦୁଇ ମହଲା ଘର, କଟକ ନେମାଳ ସ୍ଥିତ ପୈତୃକ ଘରେ ଭିଜିଲାନ୍ସ ଟିମ ର ଚଢାଉ ଜାରି ।

Advertisement