ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ ଜଣ କରୋନା ପଜିଟିଭ୍ ଚିହ୍ନଟ ।

105
ADVERTISEMENT

ଭୁବନେଶ୍ୱର,୧୭/୩(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଜଣଙ୍କର କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୬କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement