ADVERTISEMENT
Home ଆଞ୍ଚଳିକ ଆଜି ବିଶ୍ୱ ପଖାଳ ଦିବସ ।

ଆଜି ବିଶ୍ୱ ପଖାଳ ଦିବସ ।

185
ADVERTISEMENT

ଭୁବନେଶ୍ୱର,୨୦/୩(ଡି.ଏଚ୍ ବ୍ୟୁରୋ):-ଆଜି ବିଶ୍ୱ ପଖାଳ ଦିବସ । ଏଣୁ ପଖାଳ ଓଡିଆ ମାନଙ୍କର ଅତି ପ୍ରିୟ ଓ ପ୍ରମୁଖ ଖାଦ୍ୟ ଭାବେ ଗ୍ରହଣ କରାଯାଇଥିବା ବେଳେ ଏହି ଭୋଜନର ଏକ ସ୍ୱତନ୍ତ୍ରତା ରହିଛି। ଏଣୁ ପଖାଳ ଭୋଜନକୁ ମନେ ରଖିବା ପାଇଁ ଆଜିର ଦିନକୁ ବିଶ୍ୱ ପଖାଳ ଦିବସ ଭାବେ ପାଳନ କରାଯାଉଛି। ଏବଂ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ମଧ୍ୟ ମହାପ୍ରଭୁଙ୍କୁ ଦହି ପଖାଳ ଲାଗି କରାଯାଏ। ସେପଟେ ବିଶ୍ୱ ପଖାଳ ଦିବସରେ ପ୍ରତ୍ୟେକ ଓଡ଼ିଆଙ୍କୁ ବାଲୁକା ଚିତ୍ର କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।

Advertisement