ଆଞ୍ଚଳିକକେନ୍ଦୁଝର ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଡିଭିଜନ ସାଳପଡା ସହକାରୀ ଯନ୍ତ୍ରୀ ଉମେଶ କୁମାର ସାସନୀ । By Dunia Halchal - March 22, 2022 131 Share FacebookTwitterPinterestWhatsApp ADVERTISEMENT କେନ୍ଦୁଝର,୨୨/୩ (ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଡିଭିଜନ ସାଳପଡା ସହକାରୀ ଯନ୍ତ୍ରୀ ଉମେଶ କୁମାର ସାସନୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ରେ ତାଙ୍କ ବାସଭବନ ସମେତ ମୋଟ୍ ୮ଟି ସ୍ଥାନରେ ଭିଜିଲାନ୍ସର ୯ଟି ଟିମ୍ ର ଚଢ଼ାଉ ଜାରି । Advertisement