Friday, November 6, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲା ହିଂଜିଳି ଥାନା ଅନ୍ତର୍ଗତ ପିତ୍ତଳ ଛକ ନିକଟରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି...

ଗଞ୍ଜାମ ଜିଲ୍ଲା ହିଂଜିଳି ଥାନା ଅନ୍ତର୍ଗତ ପିତ୍ତଳ ଛକ ନିକଟରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ଜଘନ୍ୟ ହତ୍ୟାକାଣ୍ଡ ।

162
ADVERTISEMENT

ଗଞ୍ଜାମ,୨୩/୩(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ହିଂଜିଳି ଥାନା ଅନ୍ତର୍ଗତ ପିତ୍ତଳ ଛକନିକଟରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ଜଘନ୍ୟ ହତ୍ୟାକାଣ୍ଡ । ଗୋଟିଏ ପରିବାରର ତିନି ଭାଇ ସହ ତାଙ୍କର ଜଣେ ସମ୍ପର୍କୀୟ ପୁତୁରାଙ୍କୁ ଲୁହା ରଡ଼ ଓ କାଠ ଫାଳିଆରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସେପଟେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଆସିକା-ହିଞ୍ଜିଳକାଟୁ ମୁଖ୍ୟ ରାସ୍ତା ଅବରୋଧ କଲେ ଉତ୍ୟକ୍ତଲୋକେ । ଏବଂ ଘଟଣାସ୍ଥଳରେ ପୋଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି କରୁଥିବା ସୂଚନା ।

Advertisement