ଭୁବନେଶ୍ୱର,୨୪/୩(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଗ୍ରୀଷ୍ମର ପ୍ରବାହ ଜାରି ଥିବାବେଳେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଦିନର ତାପମାତ୍ରା । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଭିତରେ ଥିବାବେଳେ ଝାରସୁଗୁଡ଼ାରେ ତାପମାତ୍ରା ୪୦.୨ ଡିଗ୍ରୀ ଓ ବଲାଙ୍ଗୀରରେ ତାପମାତ୍ରା ୪୦.୭ ଡିଗ୍ରୀ ରେକର୍ଡ କରାଯାଇଛି ।
















