ଆଜି ଉତ୍ତରପ୍ରଦେଶରେ ଦ୍ୱିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଯୋଗୀ ଆଦିତ୍ୟନାଥ।

101
ADVERTISEMENT

ଉତ୍ତରପ୍ରଦେଶ,୨୫/୩(ଡି.ଏଚ ବ୍ୟୁରୋ):-ଆଜି ଉତ୍ତରପ୍ରଦେଶରେ ଦ୍ୱିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଯୋଗୀ ଆଦିତ୍ୟନାଥ। ଏବଂ ଶପଥ ଗ୍ରହଣ ସମାରୋହ ଅପରାହ୍ମଣ ୪ଟାରେ ଲକ୍ଷ୍ନୌ ସ୍ଥିତ ଶ୍ରୀ ଅଟଳ ବିହାରୀ ବାଜପେୟୀ ଇକାନା କ୍ରିକେଟ୍ ଷ୍ଟାଡିୟମ ରେ ଅନୁଷ୍ଠିତ ହେବ ।

Advertisement