Friday, September 25, 2026
ADVERTISEMENT
Home ଜାତୀୟ ଆଜି ଉତ୍ତରପ୍ରଦେଶରେ ଦ୍ୱିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଯୋଗୀ ଆଦିତ୍ୟନାଥ।

ଆଜି ଉତ୍ତରପ୍ରଦେଶରେ ଦ୍ୱିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଯୋଗୀ ଆଦିତ୍ୟନାଥ।

170
ADVERTISEMENT

ଉତ୍ତରପ୍ରଦେଶ,୨୫/୩(ଡି.ଏଚ ବ୍ୟୁରୋ):-ଆଜି ଉତ୍ତରପ୍ରଦେଶରେ ଦ୍ୱିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଯୋଗୀ ଆଦିତ୍ୟନାଥ। ଏବଂ ଶପଥ ଗ୍ରହଣ ସମାରୋହ ଅପରାହ୍ମଣ ୪ଟାରେ ଲକ୍ଷ୍ନୌ ସ୍ଥିତ ଶ୍ରୀ ଅଟଳ ବିହାରୀ ବାଜପେୟୀ ଇକାନା କ୍ରିକେଟ୍ ଷ୍ଟାଡିୟମ ରେ ଅନୁଷ୍ଠିତ ହେବ ।

Advertisement