ଭଦ୍ରକ ,୨୬/୩(ଡି.ଏଚ ବ୍ୟୁରୋ):-ଭୋଟ ଗଣତି ପୂର୍ବରୁ ଭଦ୍ରକ ପୌରାଞ୍ଚଳରେ ଶୁକ୍ରବାର ମଧ୍ୟରାତ୍ରିରୁ ୨୭ ତାରିଖ ସକାଳ ୬ ଘଟିକା ପର୍ଯ୍ୟନ୍ତ ଲାଗିଲା ୧୪୪ ଧାରା । ଆଇନ ଶୃଙ୍ଖଳା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏଭଳି କଟକଣା ଲଗାଯାଇଥିବା ସୂଚନା । ଏବଂ ଜରୁରୀ ସେବାରେ ନିୟୋଜିତ ଥିବା ଗାଡ଼ି ଯାତାୟାତ କରିବ କିନ୍ତୁ ଉଭୟ ଘରୋଇ ଓ କମର୍ସିଆଲ ଗାଡ଼ି ଉପରେ କଟକଣା ଜାରି ।