ଆଞ୍ଚଳିକରାଜ୍ୟ ଭୁବନେଶ୍ୱର ରାଜଧାନୀ ଲକ୍ଷ୍ମୀସାଗର ପେଟ୍ରୋଲ ପମ୍ପଠାରେ ଗୁଳିମାଡ଼ କରି ଘଟଣାସ୍ଥଳରୁ ଫେରାର ହେଲେ ଦୁର୍ବୃତ୍ତ । By Dunia Halchal - March 28, 2022 115 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୮/୩(ଡି.ଏଚ ବ୍ୟୁରୋ):-ଭୁବନେଶ୍ୱର ରାଜଧାନୀ ଲକ୍ଷ୍ମୀସାଗର ପେଟ୍ରୋଲ ପମ୍ପଠାରେ ଗୁଳିମାଡ଼ କରି ଘଟଣାସ୍ଥଳରୁ ଫେରାର ହେଲେ ଦୁର୍ବୃତ୍ତ । ଏବଂ ଗୁଳିମାଡ଼ରେ ପେଟ୍ରୋଲ ପମ୍ପ କର୍ମଚାରୀ ଗୁରୁତର ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି ଥିବାବେଳେ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସର ଛାନ୍ଭିନ୍ ଜାରି । Advertisement