ନୟାଗଡ,୩୦/୩(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ନୟାଗଡସ୍ଥିତ ଅଫିସ, ନୟାଗଡ ଟାଉନସ୍ଥିତ ଘର, ଭୁବନେଶ୍ବର ପଟିଆସ୍ଥିତ ଫ୍ଲାଟ ଓ ଖଣ୍ଡଗିରି ସ୍ଥିତ ଦୁଇ ମହଲା ବିଶିଷ୍ଟ ବିଲ୍ଡିଂ କଟକ କିଶୋରନଗର ସ୍ଥିତ ପୈତୃକ ଘର ଓ ଆଲିସା ବଜାର ସ୍ଥିତ ବିଲ୍ଡିଂ ରେ ଚଢାଉ ଜାରି ରହିଛି ।