ଭୁବନେଶ୍ବର,o୪/୪(ଡି.ଏଚ୍ ବ୍ୟୁରୋ):-ଭୁବନେଶ୍ବର ପଳାଶୁଣି ଛକ ନିକଟରେ ଭାରସାମ୍ୟ ହରାଇ କାରର ପଛ ପଟୁ ଧକ୍କାଦେଲା ଟ୍ରକ । ଦୁର୍ଘଟଣାରେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ କାର୍ଟି ସଂପୂର୍ଣ୍ଣ ଭାଙ୍ଗି ଚୁର୍ମାର ହୋଇଯାଇଥିବା ସୂଚନା । ଏବଂ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିବା ବେଳେ ସ୍ଥାନୀୟ ପୋଲିସର ତଦନ୍ତ ଜାରି ।
















